Jump to content

ଅମରନାଥ ମନ୍ଦିର

ଉଇକିପିଡ଼ିଆ‌ରୁ
ଅମରନାଥ ଗୁମ୍ଫା
Religion
ଅନୁବନ୍ଧଗୁଡ଼ିକହିନ୍ଦୁ ଧର୍ମ
Location
ସ୍ଥାନPahalgam, Anantnag
Stateଜମ୍ମୁ ଓ କାଶ୍ମୀର
Countryଭାରତ
Architecture
Natural formation
Website
www.shriamarnathjishrine.com

ଅମରନାଥ, ହିନ୍ଦୁ ଧର୍ମର ଏକ ପ୍ରମୂଖ ଧର୍ମସ୍ଥଳୀ । [] ଏହା ଜମ୍ମୁ ଓ କାଶ୍ମୀରରାଜ୍ୟର ଶ୍ରୀନଗର ସହରର ଉତ୍ତର-ପୂର୍ବ ଦିଗରେ ୧୩୫ କି.ମି ଦୂର ସମୁଦ୍ରପତ୍ତନଠାରୁ ୧୩୬୦୦ ଫୁଟ ଉଚ୍ଚତାରେ ଏକ ପାହାଡି ଗୁମ୍ଫାରେ ଅବସ୍ଥିତ। ଏହି ଗୁମ୍ଫାର ଲମ୍ବ ଭିତରକୁ ୧୯ ମିଟର ଓ ପ୍ରସ୍ଥ ୧୬ ମିଟର ଏବଂ ଉଚ୍ଚତା ୧୧ ମିଟର ଅଟେ । ଏହି ଗୁମ୍ଫା ପୂରା ବରଷ ବାର ମାସ ବରଫରେ ଢାଙ୍କି ହୋଇରହିଥାଏ ଏବଂ ବରଫ ଟୋପା ଟୋପା ହୋଇ ପଥରରୁ ପଡି ଗୁମ୍ଫାମଧ୍ୟରେ ଗୋଟିଏ ଶିବଲିଙ୍ଗ ଆକାର ତିଆରି ହୋଇଥାଏ । ଏଠାରେ ଶିବ ଭଗବାନ ଅମରନାଥ ପୂଜା ପାଆନ୍ତି । ଏହା ଗ୍ରୀଷ୍ମକାଳରେ କିଛି ଦିନ ଶ୍ରଦ୍ଧାଳୁମାନଙ୍କ ଶିବଙ୍କୁ ଦରଶନ ପାଇଁ ଖୋଲାଯାଇଥାଏ ।

ଇତିହାସ

[ସମ୍ପାଦନା]

ଅମରନାଥ ଯାତ୍ରା

[ସମ୍ପାଦନା]
  1. "New shrine on Amarnath route". The Hindu. Chennai, India. 30 May 2005.

ବାହାର ତଥ୍ୟ

[ସମ୍ପାଦନା]
pFad - Phonifier reborn

Pfad - The Proxy pFad of © 2024 Garber Painting. All rights reserved.

Note: This service is not intended for secure transactions such as banking, social media, email, or purchasing. Use at your own risk. We assume no liability whatsoever for broken pages.


Alternative Proxies:

Alternative Proxy

pFad Proxy

pFad v3 Proxy

pFad v4 Proxy