ଅମରନାଥ ମନ୍ଦିର
Appearance
ଅମରନାଥ ଗୁମ୍ଫା | |
---|---|
Religion | |
ଅନୁବନ୍ଧଗୁଡ଼ିକ | ହିନ୍ଦୁ ଧର୍ମ |
Location | |
ସ୍ଥାନ | Pahalgam, Anantnag |
State | ଜମ୍ମୁ ଓ କାଶ୍ମୀର |
Country | ଭାରତ |
Architecture | |
Natural formation | |
Website | |
www.shriamarnathjishrine.com |
ଅମରନାଥ, ହିନ୍ଦୁ ଧର୍ମର ଏକ ପ୍ରମୂଖ ଧର୍ମସ୍ଥଳୀ । [୧] ଏହା ଜମ୍ମୁ ଓ କାଶ୍ମୀରରାଜ୍ୟର ଶ୍ରୀନଗର ସହରର ଉତ୍ତର-ପୂର୍ବ ଦିଗରେ ୧୩୫ କି.ମି ଦୂର ସମୁଦ୍ରପତ୍ତନଠାରୁ ୧୩୬୦୦ ଫୁଟ ଉଚ୍ଚତାରେ ଏକ ପାହାଡି ଗୁମ୍ଫାରେ ଅବସ୍ଥିତ। ଏହି ଗୁମ୍ଫାର ଲମ୍ବ ଭିତରକୁ ୧୯ ମିଟର ଓ ପ୍ରସ୍ଥ ୧୬ ମିଟର ଏବଂ ଉଚ୍ଚତା ୧୧ ମିଟର ଅଟେ । ଏହି ଗୁମ୍ଫା ପୂରା ବରଷ ବାର ମାସ ବରଫରେ ଢାଙ୍କି ହୋଇରହିଥାଏ ଏବଂ ବରଫ ଟୋପା ଟୋପା ହୋଇ ପଥରରୁ ପଡି ଗୁମ୍ଫାମଧ୍ୟରେ ଗୋଟିଏ ଶିବଲିଙ୍ଗ ଆକାର ତିଆରି ହୋଇଥାଏ । ଏଠାରେ ଶିବ ଭଗବାନ ଅମରନାଥ ପୂଜା ପାଆନ୍ତି । ଏହା ଗ୍ରୀଷ୍ମକାଳରେ କିଛି ଦିନ ଶ୍ରଦ୍ଧାଳୁମାନଙ୍କ ଶିବଙ୍କୁ ଦରଶନ ପାଇଁ ଖୋଲାଯାଇଥାଏ ।
ଇତିହାସ
[ସମ୍ପାଦନା]ଅମରନାଥ ଯାତ୍ରା
[ସମ୍ପାଦନା]ଆଧାର
[ସମ୍ପାଦନା]- ↑ "New shrine on Amarnath route". The Hindu. Chennai, India. 30 May 2005.
ବାହାର ତଥ୍ୟ
[ସମ୍ପାଦନା]ଉଇକିମିଡ଼ିଆ କମନ୍ସରେ Amarnath
ବାବଦରେ ମାଧ୍ୟମ ରହିଛି ।
- Shri Amarnathji Shrine board: official site Archived 2013-01-18 at the Wayback Machine. Archived 2013-01-14 at the Wayback Machine.
- Amarnath: Journey to the shrine of a Hindu god, Boston Globe photographs, July 13, 2012
- The Amarnath Yatra - How to go, places to visit, things to do, Jun 29,2011
ଏହି ପ୍ରସଙ୍ଗଟି ଅସମ୍ପୂର୍ଣ୍ଣ ଅଟେ । ଆପଣ ଏହାକୁ ସଂପୂର୍ଣ୍ଣ କରି ଉଇକିପିଡ଼ିଆକୁ ସମୃଦ୍ଧ କରିପାରିବେ । |