Jump to content

ତଥ୍ୟ

ଉଇକିପିଡ଼ିଆ‌ରୁ

ତଥ୍ୟ, ଗୁଣାତ୍ମକ ଓ ପରିଣାତ୍ମକ ପରିବର୍ତ୍ତନଶୀଳ ରାଶିମାନଙ୍କର ସଂଗ୍ରହକୁ ବୁଝାଇଥାଏ | ତଥ୍ୟ ଏବଂ ସୂଚନା ଅନେକ ସମୟରେ ପରସ୍ପର ଜାଗାରେ ବ୍ୟବହୃତ ହୋଇଥାନ୍ତି | ତଥ୍ୟ, ସୂଚନା ଓ ଜ୍ଞାନ ହେଉଛି ପରସ୍ପର ସମ୍ବନ୍ଧୀୟ ଅବଧାରଣା | ତଥ୍ୟ ସାଧାରଣତଃ ଯେ କୌଣସି କ୍ଷେତ୍ରରେ ଗବେଷଣା ପାଇଁ ଉପଯୋଗ ହୋଇଥାଏ | ଏହା ବିଭିନ୍ନ ବୈଜ୍ଞାନିକ ସଂସ୍ଥାନ, ଅନୁଷ୍ଠାନ ଓ ବାଣିଜ୍ୟ କ୍ଷେତ୍ର (ବିକ୍ରି ତଥ୍ୟ, ରାଜସ୍ୱ ତଥ୍ୟ ଓ ବିକ୍ରୟ ପାଇଁ ଗଚ୍ଛିତ ଦ୍ରବ୍ୟର ମୂଲ୍ୟ ) ଇତ୍ୟାଦିରୁ ସଂଗ୍ରହ କରାଯାଇଥାଏ | ହ୍ୟାକିଂଦ୍ୱାରା ତଥ୍ୟ ଚୋରିରେ ବିଶ୍ୱରେ ଭାରତ ଦ୍ୱିତୀୟ ସ୍ଥାନରେ ଅଛି । ପ୍ରଥମ ସ୍ଥାନରେ ଯୁକ୍ତରାଷ୍ଟ୍ର ଆମେରିକା ଅଛି ।[]

ବାହାର ଲିଙ୍କ

[ସମ୍ପାଦନା]
  • ଉଇକିମିଡ଼ିଆ କମନ୍ସରେ Data-ସମ୍ପର୍କିତ ମିଡ଼ିଆ
  • Data is a singular noun (a detailed assessment)
pFad - Phonifier reborn

Pfad - The Proxy pFad of © 2024 Garber Painting. All rights reserved.

Note: This service is not intended for secure transactions such as banking, social media, email, or purchasing. Use at your own risk. We assume no liability whatsoever for broken pages.


Alternative Proxies:

Alternative Proxy

pFad Proxy

pFad v3 Proxy

pFad v4 Proxy